Jeremiah 42:18 — Compare Translations

5 translations compared side by side

Odia - 1840
"ପୁଣି ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କତା କହନ୍ତି, 'ଆମ୍ଭେ ୟିରୁଶାଲମର ଉପ ରେ ଯେପରି ଆମ୍ଭର କୋର୍ଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସହେିପରି ଯେଉଁମାନେ ମିଶର ରେ ପ୍ରବାସ କରିବେ, ଆମ୍ଭେ ସମାନଙ୍କେ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢ଼ାଳିବା। ଆଉ ତୁମ୍ଭମାନେେ ଅଭିଶପ୍ତ, ବିସ୍ମଯ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହବେ ଓ ତୁମ୍ଭମାନେେ ଏହି ସ୍ଥାନ ଦେଖିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ତ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ତ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଆମ୍ଭେ ଯିରୁଶାଲମର ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ପ୍ରକାଶ କରିଥିଲୁ, ସେହିପରି ଯେଉଁମାନେ ମିଶରରେ ପ୍ରବାସ କରିବେ, ଆମ୍ଭେ ସେମାନଙ୍କ ପ୍ରତି ଆମ୍ଭର ପ୍ରଚଣ୍ଡ କୋପ ଢାଳିବା। ଆଉ ତୁମ୍ଭେମାନେ ଅଭିଶପ୍ତ, ବିସ୍ମୟ, ଶାପଗ୍ରସ୍ତ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଦେଖିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’