Jeremiah 42:19 — Compare Translations

5 translations compared side by side

Odia - 1840
" ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି କତା କହି ଅଛନ୍ତି, 'ତୁମ୍ଭମାନେେ ମିଶରକୁ ୟାଅ ନାହିଁ।' ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ଯ ଦଲେି, ଏହା ନିଶ୍ଚଯ ଜାଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହିକଥା କହି ଅଛନ୍ତି, ‘ତୁମ୍ଭେମାନେ ମିଶରକୁ ଯାଅ ନାହିଁ।’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ‘ତୁମ୍ଭେମାନେ ମିସରକୁ ଯାଅ ନାହିଁ,’ ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।
Odia IRV 2017 (ଓଡିଆ ବାଇବେଲ)
ହେ ଯିହୁଦାର ଅବଶିଷ୍ଟ ଲୋକେ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ କହିଅଛନ୍ତି, ତୁମ୍ଭେମାନେ ମିସରକୁ ଯାଅ ନାହିଁ, ମୁଁ ଆଜି ତୁମ୍ଭମାନଙ୍କୁ ଏହି ସାକ୍ଷ୍ୟ ଦେଲି, ଏହା ନିଶ୍ଚୟ ଜାଣ।