Jeremiah 42:20 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ନିଜ ନିଜ ପ୍ରାଣ ବିରୁଦ୍ଧ ରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିକଟକୁ ମାେତେ ପଠାଇ କହିଲ, 'ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯାହା ଯାହା କହିବେ, ତଦନୁସା ରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭମାନେେ ତାହା ପାଳନ କରିବୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ନିଜ ନିଜ ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା ପାଳନ କରିବୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟକୁ ମୋତେ ପଠାଇ କହିଲ, ‘ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ।’
Odia IRV 2017 (ଓଡିଆ ବାଇବେଲ)