Jeremiah 42:21 — Compare Translations
5 translations compared side by side
Odia - 1840
"ତେଣୁ ଆଜି ସଦାପ୍ରଭୁଙ୍କ ସହେି ବାକ୍ଯ ତୁମ୍ଭମାନଙ୍କୁ ଜଣାଇଲି। ମାତ୍ର ତୁମ୍ଭମାନେେ ସଦାପ୍ରଭୁଙ୍କର ସହେି ବାକ୍ଯ ପ୍ରତି ଧ୍ଯାନ ଦଲେ ନାହିଁ। ଆଉ ତୁମ୍ଭମାନଙ୍କ ପରମେଶ୍ବର ଯାହା କରିବାକୁ ମାେତେ କହି ପଠାଇଲେ, ତାହା ତୁମ୍ଭମାନେେ କଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆଜି ସଦାପ୍ରଭୁଙ୍କ ସେହି ବାକ୍ୟ ତୁମ୍ଭମାନଙ୍କୁ ଜଣାଇଲି। ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ସେହି ବାକ୍ୟ ପ୍ରତି ଧ୍ୟାନ ଦେଲ ନାହିଁ। ଆଉ ତୁମ୍ଭମାନଙ୍କ ପରମେଶ୍ୱର ଯାହା କରିବାକୁ ମୋତେ କହି ପଠାଇଲେ, ତାହା ତୁମ୍ଭେମାନେ କଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ।