Jeremiah 42:22 — Compare Translations
5 translations compared side by side
Odia - 1840
"ଏଣୁ ଏବେ ନିଶ୍ଚଯ ଜାଣ, ଯେଉଁ ସ୍ଥାନ ରେ ପ୍ରବାସ କରିବା ନିମନ୍ତେ ତୁମ୍ଭମାନେେ ଇଚ୍ଛା କରୁଛ, ସହେି ମିଶରକୁ ୟାଅ। କିନ୍ତୁ ଏହା ନିଶ୍ଚଯ ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭମାନେେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ରେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଏବେ ନିଶ୍ଚୟ ଜାଣ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଇଚ୍ଛା କରୁଛ, ସେହି ମିଶରକୁ ଯାଅ। କିନ୍ତୁ ଏହା ନିଶ୍ଚୟ ତୁମ୍ଭମାନଙ୍କ ପ୍ରତି ଘଟିବ। ତୁମ୍ଭେମାନେ ଖଡ଼୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।”