Jeremiah 42:3 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭମାନଙ୍କର କେଉଁ ପଥରେ ୟିବା ଉଚିତ୍ ଓ କେଉଁ କାର୍ୟ୍ଯ କରିବା ଉଚିତ୍, ତାହା ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ବରଙ୍କୁ ପ୍ରାର୍ଥନା କରି ଆମ୍ଭମାନଙ୍କୁ ଜଣାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁଆପଣଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଜ୍ଞାତ କରାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭମାନଙ୍କର କେଉଁ ପଥରେ ଯିବା ଉଚିତ୍ ଓ କେଉଁ କାର୍ଯ୍ୟ କରିବା ଉଚିତ୍, ତାହା ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରାର୍ଥନା କରି ଆମ୍ଭମାନଙ୍କୁ ଜଣାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”