Jeremiah 42:4 — Compare Translations
5 translations compared side by side
Odia - 1840
"ତା'ପ ରେ ଯିରିମିୟ ଭବିଷ୍ଯଦବକ୍ତା ସମାନଙ୍କେୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସା ରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦବେେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି। ଆଉ ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହାବି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି। ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ ରଖିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)