Jeremiah 42:5 — Compare Translations
5 translations compared side by side
Odia - 1840
"ତା'ପ ରେ ସମାନେେ ଯିରିମିୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ବର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସା ରେ ଯବେେ ଆମ୍ଭମାନେେ କର୍ମ ନ କରୁ, ତବେେ ସଦାପ୍ରଭୁ ଆମ୍ଭମାନଙ୍କ ବିପକ୍ଷ ରେ ସତ୍ଯ ଓ ବିଶ୍ବସ୍ତ ସାକ୍ଷୀ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ଵସ୍ତ ସାକ୍ଷୀ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଯିରିମିୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ବିପକ୍ଷରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହୁଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)