Jeremiah 42:6 — Compare Translations
5 translations compared side by side
Odia - 1840
"ସହେି ବାକ୍ଯ ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭମାନେେ ଆପଣଙ୍କୁ ପଠାଉଅଛୁ, ସହେି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ବାକ୍ଯ ଆମ୍ଭମାନେେ ମାନିବୁ। କାରଣ ସହେି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ କଥା ମାନିଲେ ଆମ୍ଭମାନଙ୍କର ମଙ୍ଗଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବାକ୍ୟ ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ। କାରଣ ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ କଥା ମାନିଲେ ଆମ୍ଭମାନଙ୍କର ମଙ୍ଗଳ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଭଲ ହେଉ ବା ମନ୍ଦ ହେଉ, ଯାହାଙ୍କ ନିକଟକୁ ଆମ୍ଭେମାନେ ଆପଣଙ୍କୁ ପଠାଉଅଛୁ, ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଆମ୍ଭେମାନେ ମାନିବୁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ମାନିଲେ, ଆମ୍ଭମାନଙ୍କର ମଙ୍ଗଳ ହେବ।”
Odia IRV 2017 (ଓଡିଆ ବାଇବେଲ)