Jeremiah 42:8 — Compare Translations
5 translations compared side by side
Odia - 1840
"ତା'ପ ରେ ଯିରିମିୟ କା ରହରେ ପୁତ୍ର ୟୋହାନନ୍କୁ, ତାହାର ସଙ୍ଗୀ ସମସ୍ତ ସନୋପତିଙ୍କୁ ଓ େଛାଟ ବଡ଼ ଅନ୍ୟ ସମସ୍ତ ଲୋକଙ୍କୁ ଡ଼ାକି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ କାରେହର ପୁତ୍ର ଯୋହାନନ୍କୁ, ତାହାର ସଙ୍ଗୀ ସମସ୍ତ ସେନାପତିଙ୍କୁ ଓ ଛୋଟ ବଡ଼ ଅନ୍ୟ ସମସ୍ତ ଲୋକଙ୍କୁ ଡାକି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ କାରେହର ପୁତ୍ର ଯୋହାନନ୍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,