Jeremiah 42:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ମାେତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବଦନେ କରିବାକୁ ପଠାଇଥିଲ, ସହେି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ମୋତେ ଯେଉଁ ସଦାପ୍ରଭୁଙ୍କ ନିକଟକୁ ନିବେଦନ କରିବାକୁ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଯାହାଙ୍କ ନିକଟରେ ଆପଣାମାନଙ୍କର ନିବେଦନ ଜଣାଇବାକୁ ମୋତେ ପଠାଇଥିଲ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;