Jeremiah 43:1 — Compare Translations

5 translations compared side by side

Odia - 1840
"ଏବଂ ତା'ପ ରେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଲୋକମାନଙ୍କୁ କ'ଣ କହିବା ପାଇଁ ଚାହିଁଥିଲେ, ଯିରିମିୟ ତାହା କହିବା ଶଷେ କରୁ ନ କରୁଣୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତା’ପରେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଲୋକମାନଙ୍କୁ କ’ଣ କହିବା ପାଇଁ ଗ୍ଭହିଁଥିଲେ, ଯିରିମିୟ ତାହା କହିବା ଶେଷ କରୁ ନ କରୁଣୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରିମୀୟ ଏହିସବୁ କଥା, ଅର୍ଥାତ୍‍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,
Odia IRV 2017 (ଓଡିଆ ବାଇବେଲ)