Jeremiah 43:11 — Compare Translations
5 translations compared side by side
Odia - 1840
"ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ଯୁୟୋଗ୍ଯ ଲୋକଙ୍କୁ ମୃତ୍ଯୁ ରେ, ବନ୍ଦୀ ହବୋ ଯୋଗ୍ଯ ଲୋକଙ୍କୁ ବନ୍ଦୀତ୍ବ ରେ ଓ ଖଡ୍ଗୟୋଗ୍ଯ ଲୋକଙ୍କୁ ଖଡ୍ଗ ରେ ସମର୍ପଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀତ୍ଵର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ଵରେ ଓ ଖଡ଼୍ଗଯୋଗ୍ୟ ଲୋକଙ୍କୁ ଖଡ଼୍ଗରେ ସମର୍ପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀ ହେବା ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ଼୍ଗଯୋଗ୍ୟ ଲୋକଙ୍କୁ ଖଡ଼୍ଗରେ ସମର୍ପଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।