Jeremiah 43:13 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ୟ୍ଯ ଦବଙ୍କେ ମନ୍ଦିର ରେ ଥିବ, ସଗେୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦବୋଳଯ ସବୁ ସେ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ମିସର ଦେଶସ୍ଥ ବୈତ୍ଶେମଶର ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ଯ୍ୟ ଦେବର ମନ୍ଦିରରେ ଥିବ, ସେଗୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦେବାଳୟ ସବୁ ସେ ଅଗ୍ନିରେ ଦଗ୍ଧ କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ମିସର ଦେଶସ୍ଥ ବେଥ୍-ଶେମଶର ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ମିସର ଦେଶସ୍ଥ ଦେବାଳୟସବୁ ସେ ଅଗ୍ନିରେ ଦଗ୍ଧ କରିବ।’”