Jeremiah 43:2 — Compare Translations
5 translations compared side by side
Odia - 1840
"ହୋଶିଯର ପୁତ୍ର ଅସରିଯ, କା ରହରେ ପୁତ୍ର ୟୋହାନନ୍ ଓ ଅନ୍ୟ କେତକେ ଅହଙ୍କାରୀ ଲୋକ କୋର୍ଧାନ୍ବିତ ହାଇେ ଯିରିମିୟଙ୍କୁ କହିଲେ, ତୁମ୍ଭେ ମିଥ୍ଯା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାଁନ୍ତି, 'ତୁମ୍ଭମାନେେ ମିଶର ରେ ୟାଇ ପ୍ରବାସ କର ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋଶୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ପଠାଇ ନାହାନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ହୋଶିୟର ପୁତ୍ର ଅସରିୟ, କାରେହର ପୁତ୍ର ଯୋହାନନ୍ ଓ ଅନ୍ୟ କେତେକ ଅହଙ୍କାରୀ ଲୋକ କ୍ରୋଧାନ୍ୱିତ ହୋଇ ଯିରିମିୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାନ୍ତି, ‘ତୁମ୍ଭେମାନେ ମିଶରରେ ଯାଇ ପ୍ରବାସ କର ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;