Jeremiah 43:3 — Compare Translations

5 translations compared side by side

Odia - 1840
"କିନ୍ତୁ ନରେିଯର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧ ରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କଲଦୀଯମାନେ ଯେପରି ଆମ୍ଭମାନଙ୍କୁ ବଧ କରିପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କଲ୍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନେରିୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କ‌‌ଲ୍‌‌ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନେଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର କଲ୍‍ଦୀୟମାନେ ଯେପରି ଆମ୍ଭମାନଙ୍କୁ ବଧ କରି ପାରିବେ ଓ ବନ୍ଦୀ କରି ବାବିଲକୁ ନେଇଯିବେ, ଏଥିପାଇଁ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ସମର୍ପଣ କରିବା ପାଇଁ ନେରୀୟର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧରେ ତୁମ୍ଭକୁ ପ୍ରବର୍ତ୍ତାଉଅଛି।”