Jeremiah 43:4 — Compare Translations

5 translations compared side by side

Odia - 1840
"ଏହିରୂପେ କାଲହରେ ପୁତ୍ର ୟୋହାନନ୍, ତାହାର ସନୋପତି ସକଳ ଓ ସମସ୍ତ ଲୋକ ଯିହୁଦା ରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ଯ ରେ ଅବଧାନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ କାରେହର ପୁତ୍ର ଯୋହାନନ୍ ଓ ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ କାରେହର ପୁତ୍ର ଯୋହାନନ୍, ତାହାର ସେନାପତି ସକଳ ଓ ସମସ୍ତ ଲୋକ ଯିହୁଦାରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ କାରେହର ପୁତ୍ର ଯୋହାନନ୍‍, ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।