Jeremiah 43:5 — Compare Translations
5 translations compared side by side
Odia - 1840
"ମାତ୍ର ସଦାପ୍ରଭୁଙ୍କ ବାକ୍ଯ ମାନିବା ପରିବର୍ତେ କା ରହରେ ପୁତ୍ର ୟୋହାନନ୍ ଓ ସମସ୍ତ ସନୋପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ଯକୁ ଜଡ଼ିତ ଯେଉଁ ଲୋକମାନେ ଯିହୁଦା ରେ ପ୍ରବାସ କରିବାକୁ ଫରେି ଆସିଥିଲେ, ସମାନଙ୍କେୁ ମିଶରକୁ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁଙ୍କ ବାକ୍ୟ ମାନିବା ପରିବର୍ତ୍ତେ କାରେହର ପୁତ୍ର ଯୋହାନନ୍ ଓ ସମସ୍ତ ସେନାପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେଉଁ ଲୋକମାନେ ଯିହୁଦାରେ ପ୍ରବାସ କରିବାକୁ ଫେରି ଆସିଥିଲେ, ସେମାନଙ୍କୁ ମିଶରକୁ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,