Jeremiah 43:6 — Compare Translations

5 translations compared side by side

Odia - 1840
"ସମାନେେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ଯାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ, ଶାଫନର ପୌତ୍ର ଅହୀତାମର ପୁତ୍ର ଗଦଲିଯ ନିକଟରେ ଛାଡ଼ି ୟାଇଥିଲା, ସମାନଙ୍କେୁ ଆଉ ଯିରିମିୟ ଭବିଷ୍ଯଦବକ୍ତାଙ୍କୁ ଓ ନରେିଯର ପୁତ୍ର ବାରୂକକୁ ମିଶରକୁ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ୟାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍, ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲିୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ ଆଉ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଓ ନେରିୟର ପୁତ୍ର ବାରୂକକୁ ମିଶରକୁ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟାଗଣକୁ ଓ ଯେ ପ୍ରତ୍ୟେକ ଲୋକକୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,
Odia IRV 2017 (ଓଡିଆ ବାଇବେଲ)