Jeremiah 43:7 — Compare Translations

5 translations compared side by side

Odia - 1840
"ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍ହେଷର ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ୟ ପ୍ରତି ଅବଧାନ କଲେ ନାହିଁ। ତେଣୁ ସେମାନେ ମିଶରକୁ ଯାଇ ତଫ‌‌‌ନ୍‌‌‌ହେଷ ସହରରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ମିସର ଦେଶରେ ଉପସ୍ଥିତ ହେଲେ, କାରଣ ସେମାନେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ; ଆଉ, ସେମାନେ ତଫନ୍‍ହେଷର ପର୍ଯ୍ୟନ୍ତ ଗଲେ।