Jeremiah 43:8 — Compare Translations

5 translations compared side by side

Odia - 1840
"ଅନନ୍ତର ତଫନ୍ ହଷେ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ତଫ‌‌‌ନ୍‌‌‌ହେଷରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,