Jeremiah 43:9 — Compare Translations
5 translations compared side by side
Odia - 1840
" ହେ ଯିରିମିୟ, ତୁମ୍ଭେ କେତଗେୁଡ଼ିଏ ବୃହତ୍ ପ୍ରସ୍ତର ନଇେ ତଫନଦେଶ ରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତ ରେ ଯିହୁଦାର ଲୋକମାନଙ୍କ ସାକ୍ଷାତ ରେ ଲୁଚାଇ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ-ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
Odia Bible ERV 2004 (ପବିତ୍ର ବାଇବଲ)
“ହେ ଯିରିମିୟ, ତୁମ୍ଭେ କେତେଗୁଡ଼ିଏ ବୃହତ୍ ପ୍ରସ୍ତର ନେଇ ତଫନ୍ହେଷରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଗ୍ଭଇ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;