Jeremiah 44:1 — Compare Translations
5 translations compared side by side
Odia - 1840
"ଯେଉଁ ୟିହୁଦୀଯମାନେ ମିଶର ଦେଶସ୍ଥ ମିର୍ଦୋଲ ରେ, ତଫନ ହଷେ ରେ, ନୋଫ ରେ ଓ ପଥ୍ରୋପ ପ୍ରଦେଶ ରେ ବାସ କଲେ ସମାନଙ୍କେ ଉଦ୍ଦେଶ୍ଯ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ମିଶରସ୍ଥିତ ଯିହୁଦୀୟମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା ଯେଉଁ ଯିହୁଦୀୟମାନେ ମିଶର ଦେଶସ୍ଥ ମିଗ୍ଦୋଲରେ, ତଫନ୍ହେଷରେ, ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ ସେମାନଙ୍କ ଉଦ୍ଦେଶ୍ୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଯିହୁଦୀୟମାନେ ମିସର ଦେଶରେ ବାସ କଲେ, ଯେଉଁମାନେ ମିଗ୍ଦୋଲରେ ଓ ତଫନ୍ହେଷରରେ ଓ ନୋଫରେ ଓ ପଥ୍ରୋଷ ପ୍ରଦେଶରେ ବାସ କଲେ, ସେସମସ୍ତଙ୍କ ବିଷୟରେ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତାହା ଏହି, ଯଥା,