Jeremiah 44:10 — Compare Translations

5 translations compared side by side

Odia - 1840
"ଏପରିକି ଏବେ ମଧ୍ଯ ସମାନେେ ବିନଯୀ ହାଇେ ନାହାଁନ୍ତି କିଅବା ଆମ୍ଭପ୍ରତି ଭକ୍ତିଭାବ ଦଖାଇେ ନାହାଁନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦଇେଥିବା ବିଧି ଓ ବ୍ଯବସ୍ଥା ଅନୁସାରେ ସମାନେେ ଆଚରଣ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଏବେ ମଧ୍ୟ ସେମାନେ ନମ୍ର ହୋଇ ନାହାନ୍ତି କିଅବା ଆମ୍ଭ ପ୍ରତି ଭକ୍ତିଭାବ ଦେଖାଇ ନାହାନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ବିଧି ଓ ବ୍ୟବସ୍ଥା ଅନୁସାରେ ସେମାନେ ଆଚରଣ କରି ନାହାନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।”