Jeremiah 44:11 — Compare Translations
5 translations compared side by side
Odia - 1840
"ଏଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷ ରେ ଓ ସମଗ୍ର ଯିହୁଦା ବିପକ୍ଷ ରେ ଅମଙ୍ଗଳ ଓ ଧ୍ବଂସ ଘଟାଇବା ପାଇଁ ମନସ୍ଥ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ର୍ରାଏଲର ପରମେଶ୍ଵର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିପକ୍ଷରେ ଓ ସମଗ୍ର ଯିହୁଦା ବିପକ୍ଷରେ ଅମଙ୍ଗଳ ଓ ଧ୍ୱଂସ ଘଟାଇବା ପାଇଁ ମନସ୍ଥ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: “ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।