Jeremiah 44:13 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ୟିରୁଶାଲମକୁ ଦଣ୍ଡ ଦଇେଥିଲୁ, ସହେିପରି ମିଶର ଦେଶ ରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଯେପରି ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଯିରୂଶାଲମକୁ ଦଣ୍ତ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ତ ଦେବା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଯେପରି ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୁଶାଲମକୁ ଦଣ୍ଡ ଦେଇଥିଲୁ, ସେହିପରି ମିଶର ଦେଶରେ ବାସ କରୁଥିବା ପ୍ରବାସୀମାନଙ୍କୁ ଦଣ୍ଡ ଦେବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଯେପରି ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଯିରୂଶାଲମକୁ ଦଣ୍ଡ ଦେଇଅଛୁ, ତଦ୍ରୂପ ମିସର ଦେଶରେ ବାସକାରୀମାନଙ୍କୁ ଦଣ୍ଡ ଦେବା;