Jeremiah 44:14 — Compare Translations

5 translations compared side by side

Odia - 1840
"ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫରେିୟାଇ ସଠାେ ରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶ ରେ ପ୍ରବାସ କରିବାକୁ ଆସିଅଛନ୍ତି, ସମାନଙ୍କେ ମଧ୍ଯରୁ କହେି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କହେି ଫରେିଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବାକୁ ଇଚ୍ଛାକରି ମିଶର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉଦ୍ଧାର କିଅବା ରକ୍ଷା ପାଇବେ ନାହିଁ। କାରଣ ପଳାତକ ଲୋକମାନଙ୍କ ବିନା ଆଉ କେହି ଫେରିଯିବେ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରିଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରିଯିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।”