Jeremiah 44:15 — Compare Translations
5 translations compared side by side
Odia - 1840
"ସେତବେେଳେ ବହୁ ସ୍ତ୍ରୀ ଲୋକ ଯିହୁଦାର ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଉଥିଲେ। ସମାନଙ୍କେର ସ୍ବାମୀମାନେ ଏହା ଜାଣିଲେ ମଧ୍ଯ ସମାନଙ୍କେୁ ନିବୃତ୍ତ କରୁ ନ ଥିଲେ। ସମାନଙ୍କେ ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶ ରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ବହୁ ସ୍ତ୍ରୀଲୋକ ଯିହୁଦାର ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଉଥିଲେ। ସେମାନଙ୍କର ସ୍ୱାମୀମାନେ ଏହା ଜାଣିଲେ ମଧ୍ୟ ସେମାନଙ୍କୁ ନିବୃତ୍ତ କରୁ ନ ଥିଲେ। ସେମାନଙ୍କ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)