Jeremiah 44:18 — Compare Translations

5 translations compared side by side

Odia - 1840
"ମାତ୍ର ଆମ୍ଭମାନେେ ଯେତବେେଳେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ଓ ପଯେ ନବୈେଦ୍ଯ ଢ଼ାଳିବା ଛାଡ଼ିଦଲେୁ, ଆମ୍ଭମାନଙ୍କ ସବୁ ବିଷଯ ରେ ଅଭାବ ଘଟିଲା ଓ ଆମ୍ଭମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ଲୁପ୍ତ ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେମାନେ ଯେତେବେଳେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇବା ଓ ପେୟନୈବେଦ୍ୟ ଢାଳିବା ଛାଡ଼ିଦେଲୁ, ଆମ୍ଭମାନଙ୍କ ସବୁ ବିଷୟରେ ଅଭାବ ଘଟିଲା ଓ ଆମ୍ଭେମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।