Jeremiah 44:19 — Compare Translations
5 translations compared side by side
Odia - 1840
"ତା'ପ ରେ ସହେି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, ଆମ୍ଭମାନେେ ଆମ୍ଭମାନଙ୍କ ସ୍ବାମୀମାନଙ୍କର ଅନୁମତି ରେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇଲୁ, ପଯେ ନବୈେଦ୍ଯ ଢ଼ାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ଵାମୀର (ଅନୁମତି) ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ସ୍ତ୍ରୀମାନେ ଯିରିମିୟଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କ ସ୍ୱାମୀମାନଙ୍କର ଅନୁମତିରେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜଳାଇଲୁ, ପେୟନୈବେଦ୍ୟ ଢାଳିଲୁ ଓ ପୂଜା ନିମନ୍ତେ ପିଠା ପ୍ରସ୍ତୁତ କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ?”