Jeremiah 44:2 — Compare Translations
5 translations compared side by side
Odia - 1840
"ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ୟିରୁଶାଲମ ଉପ ରେ ଓ ଯିହୁଦାର ସବୁ ନଗର ଉପ ରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ ତାହା ତୁମ୍ଭମାନେେ ଦେଖିଅଛ। ଆଉ ସଗେୁଡ଼ିକ ଜନମାନବ ଶୂନ୍ଯ ପ୍ରସ୍ତର ଗଦା ରେ ଆଜି ପରିଣତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୁଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ ତାହା ତୁମ୍ଭେମାନେ ଦେଖିଅଛ। ଆଉ ସେଗୁଡ଼ିକ ଜନମାନବ ଶୂନ୍ୟ ପ୍ରସ୍ତର ଗଦାରେ ଆଜି ପରିଣତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;