Jeremiah 44:20 — Compare Translations
5 translations compared side by side
Odia - 1840
"ତା'ପ ରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ଯୁତ୍ତର କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଙ୍କୁ କହିଲେ, ଯେଉଁମାନେ ତାଙ୍କୁ ପ୍ରତ୍ୟୁତ୍ତର କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିରିମୀୟ ସମସ୍ତ ଲୋକଙ୍କୁ, ଅର୍ଥାତ୍, ସେହି ପ୍ରତ୍ୟୁତ୍ତରକାରୀ ପୁରୁଷ ଓ ସ୍ତ୍ରୀ ସମସ୍ତଙ୍କୁ କହିଲେ,