Jeremiah 44:21 — Compare Translations
5 translations compared side by side
Odia - 1840
"ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସକଳ ପଥରେ ତୁମ୍ଭମାନେେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜାଗଣ, ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜଳାଇଲେ, ସଦାପ୍ରଭୁ କ'ଣ ତାହା ସ୍ମରଣ କଲେ ନାହିଁ ଓ ତାହା କ'ଣ ତାଙ୍କ ମନେ ପଡ଼ିଲା ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ଵଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
“ଯିହୁଦାର ନଗର ସମୂହରେ ଓ ଯିରୁଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜାଗଣ, ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜଳାଇଲେ, ସଦାପ୍ରଭୁ କ’ଣ ତାହା ସ୍ମରଣ କଲେ ନାହିଁ ଓ ତାହା କ’ଣ ତାଙ୍କ ମନେ ପଡ଼ିଲା ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ?
Odia IRV 2017 (ଓଡିଆ ବାଇବେଲ)