Jeremiah 44:22 — Compare Translations

5 translations compared side by side

Odia - 1840
"ତା'ପ ରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ଯକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ଯ କରିପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହାଇେ ଶୂନ୍ଯ ମରୁ ରେ ପରିଣତ ହାଇେଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ଯବହାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ନ୍ୟାୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତୁମ୍ଭମାନଙ୍କର ଦୁଷ୍କର୍ମ କୃତ ଘୃଣ୍ୟକର୍ମ ଯୋଗୁଁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ, ତେଣୁ ତୁମ୍ଭମାନଙ୍କର ଦେଶ ନିବାସ ବିହୀନ ହୋଇ ଶୂନ୍ୟ ମରୁରେ ପରିଣତ ହୋଇଅଛି। ଲୋକମାନେ ଏହାକୁ ଅଭିଶାପ ରୂପେ ବ୍ୟବହାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।