Jeremiah 44:23 — Compare Translations
5 translations compared side by side
Odia - 1840
"ଏ ସମସ୍ତ ଅମଙ୍ଗଳ ଘଟିବାର କାରଣ ହେଉଛି, ତୁମ୍ଭମାନେେ ଅନ୍ୟ ଦବେତା ଉଦ୍ଦେଶ୍ଯ ରେ ଧୂପ ଜଳାଇ ଅଛ, ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛ ଓ ସଦାପ୍ରଭୁଙ୍କ ବାକ୍ଯ ରେ ଅବଧାନ କରି ନାହଁ, ପୁଣି ତାଙ୍କର ବ୍ଯବସ୍ଥା ଓ ବିଧି ପ୍ରମାଣ ବାକ୍ଯାନୁସା ରେ ଆଚରଣ କରି ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଧୂପ ଜ୍ଵଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ନ୍ୟାୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏ ସମସ୍ତ ଅମଙ୍ଗଳ ଘଟିବାର କାରଣ ହେଉଛି, ତୁମ୍ଭେମାନେ ଅନ୍ୟ ଦେବତା ଉଦ୍ଦେଶ୍ୟରେ ଧୂପ ଜଳାଇ ଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ବାକ୍ୟରେ ଅବଧାନ କରି ନାହଁ, ପୁଣି ତାଙ୍କର ବ୍ୟବସ୍ଥା ଓ ବିଧି ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଧୂପ ଜ୍ୱଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ-ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ସଦୃଶ୍ୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।”
Odia IRV 2017 (ଓଡିଆ ବାଇବେଲ)