Jeremiah 44:24 — Compare Translations

5 translations compared side by side

Odia - 1840
"ତା'ପ ରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀ ଲୋକମାନଙ୍କୁ କହିଲେ, ହେ ମିଶର ଦେଶ ରେ ଥିବା ଯିହୁଦାର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିରିମିୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିଶର ଦେଶରେ ଥିବା ଯିହୁଦାର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ:
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଯିରିମୀୟ ସମସ୍ତ ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ କହିଲେ, “ହେ ମିସର ଦେଶରେ ଥିବା ଯିହୁଦାର ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ: