Jeremiah 44:27 — Compare Translations

5 translations compared side by side

Odia - 1840
"'ଆଉ ଦେଖ, ଆମ୍ଭେ ସମାନଙ୍କେର ମଙ୍ଗଳ ନିମନ୍ତେ ନୁହେଁ, ଅମଙ୍ଗଳ ନିମନ୍ତେ ସମାନଙ୍କେୁ ଜଗି ରହିବା। ମିଶର ଦେଶସ୍ଥ ସମସ୍ତ ୟୁହୁଦୀ ନିଃଶଷେ ହବୋ ପର୍ୟ୍ଯନ୍ତ ଖଡ୍ଗ, ଓ ଦୁର୍ଭିକ୍ଷର ମୃତ୍ଯୁ ଲାଗି ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନୋହିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳ ନିମନ୍ତେ ନୁହେଁ, ଅମଙ୍ଗଳ ନିମନ୍ତେ ସେମାନଙ୍କୁ ଜଗି ରହିବା। ମିଶର ଦେଶସ୍ଥ ସମସ୍ତ ଯିହୁଦୀ ନିଃଶେଷ ହେବା ପର୍ଯ୍ୟନ୍ତ ‌‌ଖ‌ଡ଼୍‌ଗ, ଓ ଦୁର୍ଭିକ୍ଷର ମୃତ୍ୟୁ ଲାଗି ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।