Jeremiah 44:28 — Compare Translations

5 translations compared side by side

Odia - 1840
"ଖଡ୍ଗରୁ ରକ୍ଷା ପାଇ ଅଳ୍ପ କେତକେ ଲୋକ ମିଶରରୁ ଯିହୁଦାକୁ ଫରେିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ୟାଇଅଛନ୍ତି, ଯିହୁଦାର ସହେି ଅବଶିଷ୍ଟାଂଶ ଲୋକେ, ସମାନେେ ଜାଣିବେ ତାହାର ବାକ୍ଯ ବିଶ୍ବାସ ଯୋଗ୍ଯ, ମାରେି ନା ସବୋନଙ୍କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଖଡ଼୍‍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
‌‌ଖ‌ଡ଼୍‌ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।”