Jeremiah 44:3 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସମାନେେ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ୟ୍ଯ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତ ରେ କରୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଆମ୍ଭକୁ ବିଭକ୍ତ କରିବା ପାଇଁ ଦୁଷ୍କର୍ମ କଲେ। ସେମାନେ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ଜଳାଇଲେ ଓ ପୂଜା କରିବାକୁ ଗଲେ। ଯେଉଁ କାର୍ଯ୍ୟ ତୁମ୍ଭର ଲୋକମାନେ ଓ ତୁମ୍ଭ ପୂର୍ବପୁରୁଷମାନେ ଅତୀତରେ କରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆମ୍ଭକୁ ବିରକ୍ତ କରିବା ପାଇଁ ଦୁଷ୍ଟତା କଲେ, ଅର୍ଥାତ୍‍, ସେମାନେ ଆପଣାମାନଙ୍କର ଓ ତୁମ୍ଭମାନଙ୍କର, ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାକୁ ଓ ସେମାନଙ୍କର ସେବା କରିବାକୁ ଗଲେ।’