Jeremiah 44:30 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହିକଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିଯକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖଦନିତ୍ସର ହସ୍ତ ରେ ସମର୍ପଣ କଲୁ,' ସହେିପରି, 'ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତ ରେ ସମର୍ପଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକିୟକୁ ତାହାର ପ୍ରାଣ ନାଶକାରୀ ଶତ୍ରୁ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ହସ୍ତରେ ସମର୍ପଣ କଲୁ,’ ସେହିପରି, ‘ଆମ୍ଭେ ମିଶରର ରାଜା ଫାରୋ-ହଫ୍ରାକୁ ତାହାର ପ୍ରାଣନାଶକାରୀ ଶତ୍ରୁମାନଙ୍କ ହସ୍ତରେ ସମର୍ପଣ କରିବା।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।”