Jeremiah 44:5 — Compare Translations
5 translations compared side by side
Odia - 1840
"ମାତ୍ର ସମାନେେ ସମାନଙ୍କେର କଥା ଶୁଣିଲେ ନାହିଁ। ସମାନେେ ଆପଣା ଦୁଷ୍କର୍ମରୁ ନିବୃତ୍ତ ହାଇେ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ନ ଜଳାଇବା ପାଇଁ ଭବିଷ୍ଯଦବକ୍ତାଙ୍କ ବାକ୍ଯ ରେ କର୍ଣ୍ଣପାତ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ଵଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେମାନେ ସେମାନଙ୍କର କଥା ଶୁଣିଲେ ନାହିଁ। ସେମାନେ ଆପଣା ଦୁଷ୍କର୍ମରୁ ନିବୃତ୍ତ ହୋଇ ଅନ୍ୟ ଦେବଗଣଙ୍କ ଉଦ୍ଦେଶ୍ୟରେ ଧୂପ ନ ଜଳାଇବା ପାଇଁ ଭବିଷ୍ୟଦ୍ବକ୍ତାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।