Jeremiah 44:6 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କୋର୍ଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ୟିରୁଶାଲମର ସମସ୍ତ ପଥ ସହେି କୋରଧାଗ୍ନି ରେ ପ୍ରଜ୍ବଳିତ ହେଲା। ଆଉ ମାରେ କୋରଧ ଯୋଗୁଁ ୟିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ବଂସସ୍ତୁପ ରେ ପରିଣତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭର ପ୍ରଚଣ୍ତ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ଵଳିତ ହେଲା, ପୁଣି ଆଜିର ନ୍ୟାୟ ସେସବୁ ଉତ୍ସନ୍ନ ଓ ଧ୍ଵଂସିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଆମ୍ଭର ପ୍ରଚଣ୍ଡ କ୍ରୋଧ ଓ କୋପ ପ୍ରକାଶ କଲୁ। ଯିହୁଦାର ନଗର ସମୂହ ଓ ଯିରୁଶାଲମର ସମସ୍ତ ପଥ ସେହି କ୍ରୋଧାଗ୍ନିରେ ପ୍ରଜ୍ୱଳିତ ହେଲା। ଆଉ ମୋର କ୍ରୋଧ ଯୋଗୁଁ ଯିରୁଶାଲମ ଓ ଯିହୁଦାର ନଗରସବୁ ଆଜି ଧ୍ୱଂସସ୍ତୁପରେ ପରିଣତ ହୋଇଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।”