Jeremiah 44:7 — Compare Translations

5 translations compared side by side

Odia - 1840
"ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ତୁମ୍ଭମାନେେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହାଦ୍ବାରା ତୁମ୍ଭମାନେେ ନିଜ ନିଜ ସର୍କୀଯ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ଯପାଯୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ଵାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣା-ମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭେମାନେ କାହିଁକି ଏହି ମହାପାପ କରି ନିଜ ନିଜ ଜୀବନକୁ ଆଘାତ କରୁଛ? ଏହା ଦ୍ୱାରା ତୁମ୍ଭେମାନେ ନିଜ ନିଜ ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦା ପରିବାରରୁ ବିଚ୍ଛିନ୍ନ କରୁଅଛ। ଆଉ କାହାରିକୁ ଯିହୁଦାର ଅବଶିଷ୍ଟ ରଖୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, “ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ,ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;