Jeremiah 44:9 — Compare Translations
5 translations compared side by side
Odia - 1840
"ଯିହୁଦା ନଗରର ଓ ୟିରୁଶାଲମର ରାଜପଥରେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଏବଂ ଯିହୁଦାର ରାଜାମାନେ ଓ ସମାନଙ୍କେର ସ୍ତ୍ରୀମାନେ କରିଥିବା ଅପରାଧ ଏବଂ ତୁମ୍ଭର ନିଜର କୁକର୍ମ ଓ ତୁମ୍ଭର ସ୍ତ୍ରୀମାନଙ୍କର କୁକର୍ମ, ତୁମ୍ଭେ ପାଶୋରି ଦଇେଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ନଗରର ଓ ଯିରୁଶାଲମର ରାଜପଥରେ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଏବଂ ଯିହୁଦାର ରାଜାମାନେ ଓ ସେମାନଙ୍କର ସ୍ତ୍ରୀମାନେ କରିଥିବା ଅପରାଧ ଏବଂ ତୁମ୍ଭର ନିଜର କୁକର୍ମ ଓ ତୁମ୍ଭର ସ୍ତ୍ରୀମାନଙ୍କର କୁକର୍ମ, ତୁମ୍ଭେ ପାଶୋରି ଦେଇଛ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା-ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭାର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ଦେଶରେ ଓ ଯିରୂଶାଲମର ସମସ୍ତ ପଥରେ କୃତ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କର ଦୁଷ୍କ୍ରିୟା ଓ ଯିହୁଦା ରାଜାଗଣର ଦୁଷ୍କ୍ରିୟା ଓ ସେମାନଙ୍କ ଭାର୍ଯ୍ୟାଗଣର ଦୁଷ୍କ୍ରିୟା, ଆଉ ତୁମ୍ଭମାନଙ୍କର ନିଜର ଦୁଷ୍କ୍ରିୟା ଓ ତୁମ୍ଭମାନଙ୍କର ଭର୍ଯ୍ୟାଗଣର ଦୁଷ୍କ୍ରିୟା କି ତୁମ୍ଭେମାନେ ପାସୋରିଅଛ?