Jeremiah 45:1 — Compare Translations

5 translations compared side by side

Odia - 1840
"ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ଚତୁର୍ଥ ବର୍ଷ ରେ ନରେିଯର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମିୟ ଭବିଷ୍ଯଦବକ୍ତା ତାକୁ ଏହି କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ବାରୁକଙ୍କ ପ୍ରତି ଏକ ବାର୍ତ୍ତା ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ନେରିୟର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିବା ବେଳେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ତାକୁ ଏହି କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,