Jeremiah 45:2 — Compare Translations

5 translations compared side by side

Odia - 1840
" ହେ ବ୍ଯାକୁଳ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ତୁମ୍ଭକୁ ଏହି କଥା କହିନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
Odia IRV 2017 (ଓଡିଆ ବାଇବେଲ)
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;