Jeremiah 45:3 — Compare Translations
5 translations compared side by side
Odia - 1840
"' ହେ ବାରୂକ, ତୁମ୍ଭେ ମାେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମାରେ ୟନ୍ତ୍ରଣା ରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଲାନ୍ତ ହେଉଅଛି ଓ ୟନ୍ତ୍ରଣା ରେ ଥରୁଅଛି, ଯେ ହତେୁ ମାରେ କିଛି ବିଶ୍ରାମ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କହିଲ, ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳା; ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
‘ହେ ବାରୂକ, ତୁମ୍ଭେ ମୋତେ ହାୟ, ହାୟ କହିଲ, କାରଣ ସଦାପ୍ରଭୁ ମୋର ଯନ୍ତ୍ରଣାରେ ଦୁଃଖ ଯୋଡ଼ି ଦେଲେ। ମୁଁ କଥା କହିବାକୁ କ୍ଳାନ୍ତ ହେଉଅଛି ଓ ଯନ୍ତ୍ରଣାରେ ଥରୁଅଛି, ଯେହେତୁ ମୋର କିଛି ବିଶ୍ରାମ ନାହିଁ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋʼ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’