Jeremiah 45:5 — Compare Translations
5 translations compared side by side
Odia - 1840
"ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ୍ ବିଷଯ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।' କାରଣ ସଦାପ୍ରଭୁ କହନ୍ତି, ' ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପ ରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ୟିବ ଆମ୍ଭେ ସେସବୁ ସ୍ଥାନ ରେ ତୁମ୍ଭର ପ୍ରାଣ ରକ୍ଷା କରିବା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ; କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ ବାରୂକ, ତୁମ୍ଭେ ନିଜ ପାଇଁ ମହାନ ବିଷୟ ଖୋଜୁଅଛ। କିନ୍ତୁ ତାହା ଚେଷ୍ଟା କର ନାହିଁ।’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା। ମାତ୍ର ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ ଆମ୍ଭେ ସେସବୁ ସ୍ଥାନରେ ତୁମ୍ଭର ପ୍ରାଣ ରକ୍ଷା କରିବା।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ, କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’”