Jeremiah 46:1 — Compare Translations

5 translations compared side by side

Odia - 1840
"ବିଭିନ୍ନ ଗୋଷ୍ଠୀଗଣ ବିଷଯ ରେ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍-ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା; ।
Odia Bible ERV 2004 (ପବିତ୍ର ବାଇବଲ)
ବିଭିନ୍ନ ଗୋଷ୍ଠୀ ସମ୍ବନ୍ଧରେ ବାର୍ତ୍ତା ବିଭିନ୍ନ ଗୋଷ୍ଠୀଗଣ ବିଷୟରେ ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
Odia IRV 2017 (ଓଡିଆ ବାଇବେଲ)
ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।