Jeremiah 46:10 — Compare Translations
5 translations compared side by side
Odia - 1840
"କିନ୍ତୁ ସେତବେେଳେ ଆମ୍ଭର ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ପ୍ରତି ଶାଧେ ନବେେ ଓ ସହେିଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦବେେ। ଖଡ୍ଗ ସମସ୍ତଙ୍କୁ ନିଃଶଷେ କରି ତୃପ୍ତ ହବେ ଓ ସମାନଙ୍କେର ରକ୍ତ ପାନକରି ତୃଷା ନିବାରଣ କରିବ। କାରଣ ଉତ୍ତର ଦେଶ ରେ ଫରାତ୍ ନଦୀ ନିକଟରେ ଆମ୍ଭମାନଙ୍କର ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁଙ୍କର ଏକ ୟଜ୍ଞସ୍ଥଳୀ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ଼୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସେତେବେଳେ ଆମ୍ଭର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ପ୍ରତିଶୋଧ ନେବେ ଓ ସେହି ଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦେବେ। ଖଡ଼୍ଗ ସମସ୍ତଙ୍କୁ ନିଃଶେଷ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନକରି ତୃଷା ନିବାରଣ କରିବ। କାରଣ ଉତ୍ତର ଦେଶରେ ଫରାତ୍ ନଦୀ ନିକଟରେ ଆମ୍ଭମାନଙ୍କର ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞସ୍ଥଳୀ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
Odia IRV 2017 (ଓଡିଆ ବାଇବେଲ)